Wildebeest analysis examples for:   ory-ory   (Word),    February 11, 2023 at 19:20    Script wb_pprint_html.py   by Ulf Hermjakob

260  GEN 10:25  ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।
1477  GEN 49:3  ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
1595  EXO 3:15  ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
5022  DEU 4:16  (ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି,
5307  DEU 14:15  ପୁଣି ଉଷ୍ଟ୍ରପକ୍ଷୀ, ତାମସ ପକ୍ଷୀ (ପେଚା), ସମୁଦ୍ର ଚିଲ ଓ ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ;
5774  DEU 32:14  ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।
8079  2SA 2:27  ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥା’ନ୍ତେ।”
8647  2SA 22:42  ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।