Wildebeest analysis examples for:   ory-ory   Word,''    February 11, 2023 at 19:20    Script wb_pprint_html.py   by Ulf Hermjakob

28983  2CO 6:17  ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍‍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''
30041  HEB 1:11  "ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହି ସବୁ ବସ୍ତ୍ର ପରି କ୍ଷୟ ପାଇଯିବ,''
30043  HEB 1:13  ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି ?
30056  HEB 2:12  ଯେପରି ସେ କହନ୍ତି, "ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,''