Wildebeest analysis examples for:   ory-ory   Word,।    February 11, 2023 at 19:20    Script wb_pprint_html.py   by Ulf Hermjakob

24675  MRK 10:18  ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ଉତ୍ତମ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ,।
24720  MRK 11:11  ପରେ ସେ ଯିରୂଶାଲମକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନିଆକୁ ବାହାରିଗଲେ,।