|
29725 | ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ), | |
30794 | ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ । |