Wildebeest analysis examples for:   ory-ory   Number,Number    February 11, 2023 at 19:20    Script wb_pprint_html.py   by Ulf Hermjakob

30996  REV 14:1  ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।
30998  REV 14:3  ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।