Wildebeest analysis examples for:   ory-ory   “Word’Word,    February 11, 2023 at 19:20    Script wb_pprint_html.py   by Ulf Hermjakob

9650  2KI 4:43  ତହୁଁ ତାଙ୍କ ଦାସ କହିଲା, “କ’ଣ, ଶହେ ଲୋକଙ୍କ ଆଗରେ ଏହା ରଖିବି ?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”