Wildebeest analysis examples for:   ory-ory   “Word,Word    February 11, 2023 at 19:20    Script wb_pprint_html.py   by Ulf Hermjakob

19585  JER 23:32  ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।