Wildebeest analysis examples for:   ory-ory   Word-Word‍    February 11, 2023 at 19:20    Script wb_pprint_html.py   by Ulf Hermjakob

1019  GEN 35:7  ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
1020  GEN 35:8  ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।
4080  NUM 13:4  ସେମାନଙ୍କର ନାମ ଏହି-ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
6183  JOS 13:27  ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍‍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
6245  JOS 15:41  ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍‍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
6263  JOS 15:59  ଓ ମାରତ୍‍ ଓ ବେଥ୍-ଅନୋତ୍‍ ଓ ଇଲ୍‍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।
6328  JOS 19:5  ଓ ସିକ୍ଲଗ୍‍ ଓ ବେଥ୍-ମର୍କାବୋତ୍‍ ଓ ହତ୍‍ସରସୂଷୀମ୍‍
6329  JOS 19:6  ବେଥ୍-ଲବାୟୋତ୍‍ ଓ ଶାରୁହନ୍‍; ଗ୍ରାମ ସମେତ ଏହି ତେର ନଗର।
6350  JOS 19:27  ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
7841  1SA 23:28  ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।
8595  2SA 21:12  ସେତେବେଳେ ଦାଉଦ ଯାଇ ଯାବେଶ୍‍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍‍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
8856  1KI 4:9  ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
8859  1KI 4:12  ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
10568  1CH 7:29  ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
21532  EZK 39:15  ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟ ଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍‍ ଉପତ୍ୟକାରେ ତାହାର କବର ଦେବେ।