4808 | NUM 33:46 | ଓ ସେମାନେ ଦୀବୋନ୍-ଗାଦ୍ରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ। |
4809 | NUM 33:47 | ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ। |
6344 | JOS 19:21 | ଓ ରେମତ୍ ଓ ଐନ୍-ଗନ୍ନୀମ୍ ଓ ଐନ୍-ହଦ୍ଦା ଓ ବେଥ୍-ପତ୍ସେସ ପର୍ଯ୍ୟନ୍ତ ଗଲା। |
6349 | JOS 19:26 | ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା। |
6578 | JDG 3:8 | ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। |
6911 | JDG 13:25 | ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନ୍ରେ ତାହାକୁ ଚଳାଇବାକୁ ଲାଗିଲେ। |
8859 | 1KI 4:12 | ତାନକ୍, ମଗିଦ୍ଦୋ, ବେଥ୍-ଶାନ୍ ଠାରୁ ଆବେଲ୍-ମହୋଲା ଓ ଯକମୀୟାମ୍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍ରେ ଅହୀଲୂଦର ପୁତ୍ର ବାନା। |
15653 | PSA 104:15 | ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି। |
21528 | EZK 39:11 | ପୁଣି, ଆମ୍ଭେ ସେହି ଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବରସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ। |