5760 | DEU 31:30 | ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା:- |
6947 | JDG 15:16 | ତହୁଁ ଶାମ୍ଶୋନ୍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।” |
30786 | REV 2:1 | ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି, |
30793 | REV 2:8 | ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ, |
30797 | REV 2:12 | ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି, |
30803 | REV 2:18 | ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଈଶ୍ୱରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି, |
30815 | REV 3:1 | ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ । |
30821 | REV 3:7 | ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ, |
30828 | REV 3:14 | ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ୱରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି, |