|
5194 | (ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା। | |
9958 | ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା। |