Wildebeest analysis examples for: ory-ory “Word-Word”
February 11, 2023 at 19:20
Script wb_pprint_html.py by Ulf Hermjakob
10790
1CH 14:11
ତହୁଁ ସେମାନେ ବାଲ୍-ପରାସୀମ୍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋ’ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ
“ବାଲ୍-ପରାସୀମ୍”
ରଖିଲେ।