Wildebeest analysis examples for: ory-ory WordWord-Word,
February 11, 2023 at 19:20
Script wb_pprint_html.py by Ulf Hermjakob
19995
JER 39:3
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର,
ସମ୍ଗର-ନବୋ,
ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।