Wildebeest analysis examples for:   ory-ory   Number.    February 11, 2023 at 19:20    Script wb_pprint_html.py   by Ulf Hermjakob

25588  LUK 13:1  ୧. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।