6229 | JOS 15:25 | ଓ ହାସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାସୋର;) |
12720 | EST 1:14 | ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ;) |
13488 | JOB 27:3 | (କାରଣ ଏବେ ହେଁ ମୋର ଜୀବନ ମୋ’ ମଧ୍ୟରେ ସୁସ୍ଥ ଅଛି ଓ ମୋ’ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ, |
13622 | JOB 31:30 | (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ;) |
13627 | JOB 31:35 | ଆଃ, କେହି ଯଦି ମୋ’ କଥା ଶୁଣିବାକୁ ଥା’ନ୍ତା ! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ଵର ମୋତେ ଉତ୍ତର ଦେଉନ୍ତୁ;) ଓ ମୋ’ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି ! |
14008 | PSA 7:5 | ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;) |
16268 | PSA 136:4 | ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। |
16269 | PSA 136:5 | ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। |
16270 | PSA 136:6 | ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। |
16271 | PSA 136:7 | ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। |
16272 | PSA 136:8 | ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। |
16273 | PSA 136:9 | ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। |
16277 | PSA 136:13 | ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। |
16281 | PSA 136:17 | ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; |
18711 | ISA 49:5 | ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;) |
30208 | HEB 10:8 | ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ;) |