Wildebeest analysis examples for:   ory-ory   (Word);    February 11, 2023 at 19:20    Script wb_pprint_html.py   by Ulf Hermjakob

1658  EXO 6:2  ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
4233  NUM 17:3  ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”
10478  1CH 6:5  ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଯହତ୍‍, ତାହାର ପୁତ୍ର ସିମ୍ମ;
21610  EZK 41:15  ଏଥିଉତ୍ତାରେ ପୃଥକ୍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍‍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);
21714  EZK 45:15  ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
21907  DAN 3:31  ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
22475  AMO 3:11  ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”