Wildebeest analysis examples for: ory-ory ;
February 11, 2023 at 19:20
Script wb_pprint_html.py by Ulf Hermjakob
26504
JHN 8:54
ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି
;