Wildebeest analysis examples for:   ory-ory   Word;"    February 11, 2023 at 19:20    Script wb_pprint_html.py   by Ulf Hermjakob

28250  ROM 9:27  ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, "ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;"