Wildebeest analysis examples for:   ory-ory   Word?    February 11, 2023 at 19:20    Script wb_pprint_html.py   by Ulf Hermjakob

5933  JOS 4:21  ପୁଣି ସେ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,
5985  JOS 7:7  ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ !
5987  JOS 7:9  କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?
5988  JOS 7:10  ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?
6222  JOS 15:18  ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
6298  JOS 18:3  ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?
6446  JOS 22:18  ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।
23187  MAL 2:15  ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ।ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
25028  LUK 1:66  ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ ।
26138  JHN 1:25  ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
26354  JHN 6:28  ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ୱରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କ'ଣ କରିବାକୁ ହେବ?
26420  JHN 7:23  ମୋଶାଙ୍କର ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ?
26422  JHN 7:25  ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ?
26442  JHN 7:45  ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
26444  JHN 7:47  ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?
26445  JHN 7:48  ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
26503  JHN 8:53  ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?
26525  JHN 9:16  ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।
27186  ACT 7:1  ସେଥିରେ ମହାଯାଜକ ପଚାରିଲେ,ଏହି ସମସ୍ତ ଅଭିଯୋଗ କି ସତ୍ୟ?
27227  ACT 7:42  କିନ୍ତୁ ଈଶ୍ୱର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?
27237  ACT 7:52  ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
27290  ACT 9:5  ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ ।
27745  ACT 21:13  ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି ।
27821  ACT 23:19  ସହସ୍ର ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କ'ଣ ଅଛି?
28542  1CO 6:7  ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ ?
28816  1CO 15:30  ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?
29656  1TH 2:19  କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?
30531  1PE 4:18  ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?