|
24354 | ଏମାନେ କାହିଁକି ତାହା କରୁଅଛନ୍ତି ?" ସେ ସେମାନଙ୍କୁ କହିଲେ, "ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କ'ଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ? | |
26998 | ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?" | |
28841 | "ଜୟ ମୃତ୍ୟୁକୁ ଗ୍ରାସ କରିଅଛି। "ରେ ମୃତ୍ୟୁ, କାହିଁ ତୋର ଜୟ ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ ?" |