Wildebeest analysis examples for: ory-ory Word-WordWord
February 11, 2023 at 19:20
Script wb_pprint_html.py by Ulf Hermjakob
9977
2KI 16:10
ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା
ତିଗ୍ଲାତ୍-ପିଲେସର୍କୁ
ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।