Wildebeest analysis examples for:   ory-ory   Word‌Word‌Word    February 11, 2023 at 19:20    Script wb_pprint_html.py   by Ulf Hermjakob

12239  EZR 8:33  ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନ୍‌ହସ୍‌ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;