Wildebeest analysis examples for:   ory-ory   Word‍Word‍    February 11, 2023 at 19:20    Script wb_pprint_html.py   by Ulf Hermjakob

245  GEN 10:10  ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍‍କଦ୍‍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
261  GEN 10:26  ପୁଣି, ଯକ୍ତନ୍‍ର ପୁତ୍ର ଅଲ୍‍ମୋଦଦ ଓ ଶେଲଫ୍‍ ଓ ହତ୍‍ସର୍ମାବତ୍‍ ଓ ଯେରହ
570  GEN 22:22  ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲଫ୍‍ ଓ ବଥୂୟେଲ।”
662  GEN 25:3  ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
1067  GEN 36:26  ପୁଣି, ଦିଶୋନ୍‍ର ପୁତ୍ର ହିମ୍‍ଦନ୍‍ ଓ ଇଶବନ୍‍ ଓ ଯିତ୍ରନ୍‍ ଓ କରାନ୍‍।
1068  GEN 36:27  ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍ ଓ ଆକନ୍‍।
1079  GEN 36:38  ଶୌଲର ମରଣ ଉତ୍ତାରେ, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାହା ପଦରେ ରାଜତ୍ୱ କଲା।
1083  GEN 36:42  ଓ ରାଜା କନସ୍‍ ଓ ରାଜା ତୈମନ୍‍ ଓ ରାଜା ମିବ୍‍ସର୍‍
1355  GEN 44:30  ଏହେତୁ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‍କ୍ଷଣାତ୍‍ ମରିଯିବେ।
1408  GEN 46:21  ପୁଣି, ବିନ୍ୟାମୀନ୍‍ର ସନ୍ତାନ ବେଲା, ବେଖର, ଅସ୍‍ବେଲ, ଗେରା, ନାମାନ୍‍, ଏହୀ, ରୋଶ, ମୁପ୍‍ପୀମ, ହୁପ୍‍ପୀମ୍‍ ଓ ଅର୍ଦ।
5240  DEU 11:30  ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍‍ଗଲ୍‍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ ?
5945  JOS 5:9  ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ; ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।
6109  JOS 10:43  ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ଫେରି ଆସିଲେ।
6126  JOS 11:17  ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
6211  JOS 15:7  ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
6215  JOS 15:11  ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
6231  JOS 15:27  ଓ ହତ୍‍ସର-ଗଦ୍ଦା ଓ ହିଷ୍‍ମୋନ୍‍ ଓ ବେଥ୍-ପେଲଟ
6260  JOS 15:56  ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ;
6266  JOS 15:62  ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
6273  JOS 16:6  ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍‍ମଥତ୍‍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍‍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା।
6284  JOS 17:7  ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।
6326  JOS 19:3  ଓ ହତ୍‍ସର-ଶୁୟାଲ୍‍ ଓ ବାଲା ଓ ଏତ୍‍ସମ୍‍
6328  JOS 19:5  ଓ ସିକ୍ଲଗ୍‍ ଓ ବେଥ୍-ମର୍କାବୋତ୍‍ ଓ ହତ୍‍ସରସୂଷୀମ୍‍
6345  JOS 19:22  ପୁଣି ସେ ସୀମା ତାବୋର ଓ ଶହତ୍‍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।
6357  JOS 19:34  ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍‍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।
6358  JOS 19:35  ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍‍କତ୍‍ ଓ କିନ୍ନେରତ୍‍
6405  JOS 21:22  କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
6879  JDG 12:8  ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।
6881  JDG 12:10  ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।
6884  JDG 12:13  ତାହା ଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ଇସ୍ରାଏଲର ବିଚାର କଲେ।
6886  JDG 12:15  ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।
6910  JDG 13:24  ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।
6912  JDG 14:1  ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀ ଲୋକକୁ ଦେଖିଲା।
6914  JDG 14:3  ତେବେ ତାହାର ପିତା ଓ ମାତା ତାହାକୁ କହିଲେ, ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ ? ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, ତାହାକୁ ମୋ’ ପାଇଁ ଆଣ; ସେ ମୋ’ ଦୃଷ୍ଟିରେ ପସନ୍ଦ।
6916  JDG 14:5  ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।
6917  JDG 14:6  ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
6918  JDG 14:7  ଏଥିଉତ୍ତାରେ ଶାମ୍‍ଶୋନ୍‍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।
6921  JDG 14:10  ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।
6923  JDG 14:12  ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
6928  JDG 14:17  ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍‍ଶୋନ୍‍ ସପ୍ତମ ଦିନରେ ତାହା ତାହାକୁ ବୁଝାଇ ଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
6929  JDG 14:18  ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, ମଧୁଠାରୁ ଆଉ ମିଷ୍ଟ କଅଣ ? ଓ ସିଂହଠାରୁ ବଳବାନ କିଏ ? ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।
6930  JDG 14:19  ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟ ଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।
6931  JDG 14:20  ମାତ୍ର ଶାମ୍‍ଶୋନ୍‍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।
6932  JDG 15:1  ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି। ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।
6934  JDG 15:3  ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।
6935  JDG 15:4  ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।
6938  JDG 15:7  ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।
6943  JDG 15:12  ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।
6945  JDG 15:14  ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।
6947  JDG 15:16  ତହୁଁ ଶାମ୍‍ଶୋନ୍‍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”
6952  JDG 16:1  ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।
6953  JDG 16:2  ତହିଁରେ ଶାମ୍‍ଶୋନ୍‍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
6954  JDG 16:3  ମାତ୍ର ଶାମ୍‍ଶୋନ୍‍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ-ଶୃଙ୍ଗକୁ ଘେନି ଗଲା।
6958  JDG 16:7  ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।
6963  JDG 16:12  ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍‍ଶୋନ୍‍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
6977  JDG 16:26  ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ି ଦିଅ, ମୁଁ ତହିଁ ଉପରେ ଆଉଜିବି।
6979  JDG 16:28  ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୁ ସଦାପ୍ରଭୁ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର।
6980  JDG 16:29  ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍‍ଶୋନ୍‍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
6981  JDG 16:30  ପୁଣି ଶାମ୍‍ଶୋନ୍‍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ। ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
7370  1SA 7:16  ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
7510  1SA 13:23  ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ ଦଳ ବାହାର ହୋଇ ମିକ୍‍ମସ୍‍ ଘାଟୀକୁ ଗଲେ।
8008  1SA 30:27  ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;
8068  2SA 2:16  ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।
8308  2SA 12:19  ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍‍ଫୁସ୍‍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି ?” ସେମାନେ କହିଲେ, “ମଲାଣି।”
8554  2SA 19:41  ଏହିରୂପେ ରାଜା ପାର ହୋଇ ଗିଲ୍‍ଗଲ୍‍କୁ ଗଲେ ଓ କିମ୍‍ହମ୍‍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।
8569  2SA 20:12  ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍‍ପଟ୍‍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।
8878  1KI 5:11  କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
9116  1KI 11:5  ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।
9144  1KI 11:33  ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
9270  1KI 15:18  ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
9272  1KI 15:20  ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍‍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
9412  1KI 20:1  ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।
9421  1KI 20:10  ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋ’ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
9423  1KI 20:12  ବିନ୍‍ହଦଦ୍‍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।
9427  1KI 20:16  ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
9428  1KI 20:17  ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”
9431  1KI 20:20  ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।
9437  1KI 20:26  ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।
9441  1KI 20:30  ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶି ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।
9443  1KI 20:32  ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।” ଏଥିରେ ସେ କହିଲେ, “ସେ କ’ଣ ଏଯାଏ ବଞ୍ଚିଅଛି ? ସେ ତ ମୋହର ଭାଇ।”
9444  1KI 20:33  ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍‍ହଦଦ୍‍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।
9445  1KI 20:34  ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋ’ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋ’ ପିତା ଶମରୀୟାରେ ନଗରଗୁଡିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।
9702  2KI 6:24  ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
9738  2KI 8:7  ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ବାଦ ଦିଆଗଲା।
9740  2KI 8:9  ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ’ଣ ଏହି ପୀଡ଼ାରୁ ମୁକ୍ତ ହେବି ?’”
9878  2KI 13:3  ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍‍ହଦଦ୍‍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
9899  2KI 13:24  ଏଥିଉତ୍ତାରେ ଅରାମର ରାଜା ହସାୟେଲ ମଲା; ତହୁଁ ତାହାର ପୁତ୍ର ବିନ୍‍ହଦଦ୍‍ ତାହାର ପଦରେ ରାଜ୍ୟ କଲା।
10045  2KI 18:17  ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
10102  2KI 19:37  ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍‍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।
10182  2KI 23:13  ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
10298  1CH 1:42  ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍, ଯାକନ୍‍। ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
10305  1CH 1:49  ପୁଣି, ଶୌଲ ମଲା ଉତ୍ତାରେ ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାଙ୍କର ପଦରେ ରାଜ୍ୟ କଲେ।
10306  1CH 1:50  ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।
10316  1CH 2:6  ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।
10335  1CH 2:25  ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍‍ସମ୍‍ ଓ ଅହୀୟ।
10409  1CH 4:20  ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।
10460  1CH 5:28  କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର୍‍ ଓ ହିବ୍ରୋଣ ଓ ଉଷୀୟେଲ।
10533  1CH 6:60  ତଳିଭୂମି ସହିତ ହୁକ୍‍କୋକ୍‍ ଓ ତଳିଭୂମି ସହିତ ରହୋବ୍‍;
10541  1CH 7:2  ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍‍ସମ୍‍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
10549  1CH 7:10  ଯିଦୀୟେଲର ପୁତ୍ର ବିଲ୍‍ହନ୍‍ ଏବଂ ବିଲ୍‍ହନର ପୁତ୍ରଗଣ ଯିୟୂଶ୍‍, ବିନ୍ୟାମୀନ୍, ଏହୂଦ୍‍, କନାନା, ସେଥନ୍‍, ତର୍ଶୀଶ୍‍ ଓ ଅହୀଶହର;