Wildebeest analysis examples for:   ory-ory   Word‍Word‍Word    February 11, 2023 at 19:20    Script wb_pprint_html.py   by Ulf Hermjakob

1080  GEN 36:39  ପୁଣି, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
5931  JOS 4:19  ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ।
5932  JOS 4:20  ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍‍ଗଲ୍‍ରେ ସ୍ଥାପନ କଲେ।
5946  JOS 5:10  ଇସ୍ରାଏଲ ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।
6045  JOS 9:6  ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”
6072  JOS 10:6  ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।
6073  JOS 10:7  ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।
6075  JOS 10:9  ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।
6139  JOS 12:7  ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ
6155  JOS 12:23  ଦୋର ଉପ-ପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ;
6161  JOS 13:5  ପୁଣି ଗିବ୍‍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
6195  JOS 14:6  ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
6336  JOS 19:13  ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍‍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।
6926  JDG 14:15  ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା ? ନୁହେଁ ?
6927  JDG 14:16  ତହିଁରେ ଶାମ୍‍ଶୋନ୍‍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋ’ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ। ତହିଁରେ ସେ ତାହାକୁ କହିଲା, ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇ ଦେବି ?
6941  JDG 15:10  ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ ? ସେମାନେ କହିଲେ, ଶାମ୍‍ଶୋନ୍‍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।
6942  JDG 15:11  ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋ’ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।
6957  JDG 16:6  ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ ?
6961  JDG 16:10  ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ ?
6964  JDG 16:13  ତେବେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ। ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ।
6974  JDG 16:23  ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍‍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍‍ଶୋନ୍‍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।
6976  JDG 16:25  ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ। ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
6978  JDG 16:27  ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।
7428  1SA 10:8  ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।
7461  1SA 11:14  ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।
7462  1SA 11:15  ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।
7489  1SA 13:2  ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।
7491  1SA 13:4  ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।
7492  1SA 13:5  ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
7494  1SA 13:7  ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍‍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍‍ଗଲ୍‍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍‍ଗାମୀ ହେଲେ।
7495  1SA 13:8  ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
7498  1SA 13:11  ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋ’ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;
7499  1SA 13:12  ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋ’ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।
7502  1SA 13:15  ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍‍ଗଲ୍‍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।
7503  1SA 13:16  ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।
7515  1SA 14:5  ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।
7541  1SA 14:31  ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।
7574  1SA 15:12  ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।
7583  1SA 15:21  ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।
7595  1SA 15:33  ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
8529  2SA 19:16  ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍‍ଗଲ୍‍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।
8551  2SA 19:38  ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋ’ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରିଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”
8554  2SA 19:41  ଏହିରୂପେ ରାଜା ପାର ହୋଇ ଗିଲ୍‍ଗଲ୍‍କୁ ଗଲେ ଓ କିମ୍‍ହମ୍‍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।
8701  2SA 24:6  ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍‍ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।
9420  1KI 20:9  ଏହେତୁ ସେ ବିନ୍‍ହଦଦ୍‍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।
9556  2KI 2:1  ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।
9645  2KI 4:38  ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”
9900  2KI 13:25  ପୁଣି ଯୋୟାଶ୍‍ଙ୍କର ପିତା ଯିହୋୟାହାସ୍‍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ହସାୟେଲର ପୁତ୍ର ବିନ୍‍ହଦଦ୍‍ଠାରୁ ପୁନର୍ବାର ନେଲେ। ଯୋୟାଶ୍‍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ।
10114  2KI 20:12  ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲଦନ୍‍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
10288  1CH 1:32  ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।
10341  1CH 2:31  ଆଉ ଅପ୍‍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।
10572  1CH 7:33  ଯଫ୍‍ଲେଟ୍‍ର ପୁତ୍ର ପାସକ, ବିମ୍‍ହଲ୍‍ ଓ ଅଶ୍ୱତ୍‍। ଏମାନେ ଯଫ୍‍ଲେଟର ସନ୍ତାନ।
10663  1CH 9:44  ଆଉ ଆତ୍‍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍‍ସେଲ୍‍ର ସନ୍ତାନ।
11958  2CH 34:20  ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍‍ର ପୁତ୍ର ଅହୀକାମ୍‍କୁ ଓ ମୀଖାର ପୁତ୍ର ଅବ୍‍ଦୋନ୍‍କୁ ଓ ଶାଫନ୍‍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
12420  NEH 6:14  ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।
12703  NEH 13:28  ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।
18483  ISA 39:1  ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
19663  JER 26:22  ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
20043  JER 41:17  ଆଉ, ସେମାନେ କଲ୍‍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍‍ହମ୍‍ରେ ବାସ କଲେ;
20223  JER 49:27  ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
22217  HOS 4:15  ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
22292  HOS 9:15  ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
22332  HOS 12:12  ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
22437  AMO 1:4  ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।
22483  AMO 4:4  “ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
22497  AMO 5:5  ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।
25121  LUK 3:27  ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବ୍‌ବାବେଲଙ୍କ ପୁତ୍ର, ଜିରୁବ୍‌ବାବେଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର, ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର,