4085 | NUM 13:9 | ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି; |
5049 | DEU 4:43 | ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍। |
6263 | JOS 15:59 | ଓ ମାରତ୍ ଓ ବେଥ୍-ଅନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର। |
9065 | 1KI 9:11 | ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା। |
9205 | 1KI 13:18 | ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା। |
10392 | 1CH 4:3 | ଐଟମ୍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍ବଶ; ଏମାନଙ୍କ ଭଗିନୀର ନାମ ହତ୍ସଲିଲ୍-ପୋନୀ ଥିଲା। |
10484 | 1CH 6:11 | ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍; |
10616 | 1CH 8:37 | ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ; |
10723 | 1CH 11:46 | ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା; |
10813 | 1CH 15:17 | ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ; |
12556 | NEH 10:4 | ପଶ୍ହୂର, ଅମରୀୟ, ମଲ୍କୀୟ; |
12570 | NEH 10:18 | ଆଟେର, ହିଜକୀୟ, ଅସ୍ସୁର; |
12633 | NEH 12:5 | ମିୟାମୀନ୍, ମୋୟଦୀୟ, ବିଲ୍ଗା; |
12643 | NEH 12:15 | ହାରୀମ-ବଂଶର ଅଦନ୍; ମରାୟୋତ୍-ବଂଶର ହିଲ୍କୟ; |
12645 | NEH 12:17 | ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦିୟ-ବଂଶର ପିଲ୍ଟେୟ; |
17860 | ISA 7:8 | କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; |
22499 | AMO 5:7 | ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍କାରୀମାନେ; |