Wildebeest analysis examples for:   ory-ory   “Word‍    February 11, 2023 at 19:20    Script wb_pprint_html.py   by Ulf Hermjakob

4390  NUM 22:14  ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
6794  JDG 9:38  ତହୁଁ ସବୂଲ୍‍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍‍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର ?”
8472  2SA 17:20  ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍‍ ଓ ଯୋନାଥନ କାହାନ୍ତି ?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ।
9817  2KI 10:20  ଆଉ ଯେହୂ କହିଲେ, “ବାଲ୍‍ ଉଦ୍ଦେଶ୍ୟରେ ଏକ ପବିତ୍ର ମହାସଭା ନିରୂପଣ କର।” ତହୁଁ ସେମାନେ ତାହା ଘୋଷଣା କଲେ।
12863  EST 9:25  ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”
20219  JER 49:23  ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।