|
6081 | ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍-ଛାଉଣିକୁ ନେଉଟି ଆସିଲେ। | |
6357 | ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା। | |
10364 | ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ। | |
10392 | ଐଟମ୍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍ବଶ; ଏମାନଙ୍କ ଭଗିନୀର ନାମ ହତ୍ସଲିଲ୍-ପୋନୀ ଥିଲା। |