|
17878 | ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି) | |
17880 | ଏଥିଉତ୍ତାରେ ମୁଁ ଭବିଷ୍ୟଦ୍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍-ବସ୍ ରଖ। |