Wildebeest analysis examples for:   ory-ory   (Word‍Word    February 11, 2023 at 19:20    Script wb_pprint_html.py   by Ulf Hermjakob

7007  JDG 18:12  ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍‍-ଯିୟାରୀମର ପଛରେ ଅଛି।