|
9444 | ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍ହଦଦ୍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍ହଦଦ୍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ। |