|
19693 | ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। |