Wildebeest analysis examples for:   ory-ory   ‘Word,    February 11, 2023 at 19:20    Script wb_pprint_html.py   by Ulf Hermjakob

8133  2SA 4:10  ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେକରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍‍ଠାରେ ବଧ କଲି।
8300  2SA 12:11  ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।
9620  2KI 4:13  ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ‘ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କ’ଣ କରି ପାରିବି ? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଛ କି ?’” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
9673  2KI 5:22  ତହିଁରେ ସେ କହିଲା, “ସବୁ କୁଶଳ। ମୋ’ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”
10119  2KI 20:17  ‘ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି।’ ସଦାପ୍ରଭୁ କହନ୍ତି, ‘କିଛି ଛଡ଼ା ଯିବ ନାହିଁ।
13536  JOB 28:28  ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”
19199  JER 7:11  ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।’
19208  JER 7:20  ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’
19220  JER 7:32  ଏନିମନ୍ତେ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।’
19491  JER 19:15  “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।’”
19513  JER 21:4  ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
19517  JER 21:8  ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁୁର ପଥ ରଖୁଅଛୁ।
19525  JER 22:2  ‘ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
19681  JER 27:16  ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
19703  JER 28:16  ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”
19726  JER 29:22  ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ‘ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।
19736  JER 29:32  ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”
19739  JER 30:3  କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି,’ ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।’”
19754  JER 30:18  ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
19803  JER 32:3  ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
19807  JER 32:7  ‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’”
19854  JER 33:10  ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
19872  JER 34:2  “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
19887  JER 34:17  ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
19950  JER 37:7  ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
20008  JER 39:16  ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’
20076  JER 43:10  ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।
20083  JER 44:4  ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।’
20105  JER 44:26  ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, “ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।’
20112  JER 45:3  ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
20113  JER 45:4  ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
20114  JER 45:5  ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’”
20144  JER 47:2  “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’”
20151  JER 48:2  ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।’
22007  DAN 7:5  ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
23052  ZEC 8:7  ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି !