|
8707 | “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’” | |
19807 | ‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’” |