Wildebeest analysis examples for:   ory-ory   Word’,    February 11, 2023 at 19:20    Script wb_pprint_html.py   by Ulf Hermjakob

19632  JER 25:29  କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗରପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ୱୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା’, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”